ପୋଷଣ ୨.୦ କାର୍ଯ୍ୟକ୍ରମ: ଉପକୃତ ହେବେ ଓଡ଼ିଶାର ୩୬ଲକ୍ଷରୁ ଅଧିକ ଶିଶୁ, ମହିଳା ଭୁବନେଶ୍ୱର,୩।୨: ଚଳିତବର୍ଷ କେନ୍ଦ୍ର ବଜେଟ୍ରୁ ଓଡ଼ିଶା ଲାଭବାନ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖବରଦାତା ସମ୍ମିଳନୀରେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଅଗ୍ରଗତି ଓ ଅଭିବୃଦ୍ଧି ପାଇଁ ଯେଉଁ ଦୂରଦୃଷ୍ଟି ରଖିଛନ୍ତି ତାହା ଏହି ବଜେଟ୍...