ଭୁବନେଶ୍ୱର,୩।୨: ଚଳିତବର୍ଷ କେନ୍ଦ୍ର ବଜେଟ୍ରୁ ଓଡ଼ିଶା ଲାଭବାନ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖବରଦାତା ସମ୍ମିଳନୀରେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଅଗ୍ରଗତି…