Post Office Vs Bank FD: କେଉଁଟିରେ ମିଳୁଛି ଅଧିକ ସୁଧ? ଟଙ୍କା ଲଗାଇବା ପୂର୍ବରୁ ଜାଣି ନିଅନ୍ତୁ… ନୂଆଦିଲ୍ଲୀ,୨୫।୬: ବିଗତ ଦୁଇ ବର୍ଷ ହେବ ମ୍ୟୁଚୁଆଲ ଫଣ୍ଡ SIP ନିବେଶକମାନଙ୍କୁ ଆଶାନୁରୂପ ରିଟର୍ଣ୍ଣ ଦେଇପାରି ନାହିଁ। ଶେୟାର ବଜାରର କ୍ରମାଗତ ଅସ୍ଥିରତା ଯୋଗୁ ନିବେଶକମାନେ ଏବେ ପୁଣି ଥରେ ସୁରକ୍ଷିତ ଏବଂ ନିଶ୍ଚିତ ରିଟର୍ଣ୍ଣ ଦେଉଥିବା ପାରମ୍ପରିକ ମାଧ୍ୟମ ଯେପରିକି…