ପୋଷ୍ଟ ଅଫିସ୍ ଜମାଖାତାରୁ ଟଙ୍କା ଗାଏବ: ଫେରାଇବା ଦାବିରେ ଜମାକାରୀ… ବୌଦ୍ଧ,୮ା୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ସରସରା ଗ୍ରାମରେ ଥିବା ପୋଷ୍ଟ ଅଫିସରେ ଜମାଖାତାରୁ ଟଙ୍କା ଗାଏବ ହୋଇଥିବା ଜମାକାରୀମାନେ ଅଭିଯୋଗ କରିଛନ୍ତ। ଅଭିଯୋଗ ପରେ ପୋଷ୍ଟାଲ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ଶତପଥୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ...