ବନ୍ଧୁକ ଧରି କାର୍ ଅଟକାଇବା ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କଲେ ୨ ଯୁବକ: ସ୍ଥାନୀୟ ଅଞ୍ଚଳରେ ଆତଙ୍କ ପାଟଣା,୨୨ା୧(ବୀର କିଶୋର ଦାଶ): ରାସ୍ତା ଉପରେ ପୋଲିସ କିମ୍ବା ଆର୍ମିର ବେଆଇନ ବନ୍ଧୁକ ଧରି ଏକ ବୋଲେରୋ ଓ ଏକ କାର୍କୁ ଅଟକାଇବା ଭଳି ଫଟୋ ଉଠାଇ ହାଟ୍ସଆପ ଷ୍ଟାଟସ୍ରେ ରଖିଛନ୍ତି। ଯେଉଁ ଫଟୋ କି ସ୍ଥାନୀୟ ପାଟଣା ଅଞ୍ଚଳରେ ମୋବାଇଲରୁ…