ନୂଆଦିଲ୍ଲୀ,୨୩।୧୧: ସ୍ମୃତି ମନ୍ଧାନା ଏବଂ ପଲାଶ ମୁଛଲଙ୍କ ବିବାହ ସ୍ଥଗିତ ରଖାଯାଇଛି। ଭାରତୀୟ ମହିଳା ଦଳର ଉପ-ଅଧିନାୟିକାଙ୍କ ମ୍ୟାନେଜର ରବିବାର ଏହା ଘୋଷଣା କରିଛନ୍ତି। ମନ୍ଧାନାଙ୍କ ପରିଚାଳକ…