ଫେଲ୍ ମାରିଛି କୁକୁଡ଼ାଚାଷ, ସରକାରୀ ସହାୟତା ଅର୍ଥ ଆତ୍ମସାତ୍ ଅଭିଯୋଗ କେସିଙ୍ଗା,୧୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ରାଜ୍ୟ ଯୋଜନା ଅଧୀନରେ ବିଭିନ୍ନ ମହିଳା ଗ୍ରୁପ୍କୁ ରୋଜଗାର କ୍ଷମତା ବଢାଇବା ପାଇଁ ତତ୍କାଳୀନ ରାଜ୍ୟ ସରକାର କୁକୁଡ଼ା ଚାଷ ପାଳନ କରିବା ପାଇଁ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଓଡ଼ିଶା ସରକାର…