ପୂର୍ବ ଶତ୍ରୁତାରୁ ରାତିରେ ଘର ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ… ତିହିଡ଼ି,୨୧ା୧୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଫତେପୁର ପଞ୍ଚାୟତ ଅଧୀନ ବିଭୂତିପୁର ଗ୍ରାମର ଜଣେ ଯୁବକ ସେହି ଗ୍ରାମର ୨ପରିବାରର ୩ବଖରା ଗୃହକୁ ପେଟ୍ରୋଲ ପକାଇ ଜାଳି ଦେଇଥିବା ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାରୁ ଯୁବକ...