ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ ତେହରାନ୍,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ ଆକ୍ରମଣ କରନ୍ତି, ତେବେ ଏହା ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ବନ୍ଦ କରିଦେବ। ଏହି…