ପିକ୍ନିକ୍ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି… ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍ନିକ୍ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି। ନିଖୋଜ ଛାତ୍ର ଜଣକ ହେଉଛନ୍ତି ସ୍ବସ୍ତିକ ପାଢ଼ୀ(୧୬)। ମିଳିଥିବା ସୂଚନା ମୁତାବକ, ସ୍ବସ୍ତିକ…