ବିଦ୍ୟୁତ୍ ଫାଶରେ ଲାଗି ଚାଲିଗଲା ମହିଳା ଚାଷୀଙ୍କ ଜୀବନ, ପରିବାର ଉପରେ ଭାଙ୍ଗିପଡ଼ିଲା ଦୁଃଖର ପାହାଡ଼ ବୁଗୁଡ଼ା,୧୨ା୭(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ାରେ ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ଚାଷୀଙ୍କ ମୃତ୍ୟୁ ଘଟିଥିବା ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ସେ…