ବିହାର ଏନ୍ଡିଏରେ କ୍ଷମତା ବଣ୍ଟନ ଚୂଡ଼ାନ୍ତ ନୂଆଦିଲ୍ଲୀ,୧୭ା୧୧: ବିହାର ବିଧାନସଭା ନିର୍ବାଚନରେ ଏନ୍ଡିଏ ୨୦୨ ଆସନରେ ବିଜୟୀ ହୋଇଥିବାବେଳେ ଆସନ୍ତା ୧୯ କିମ୍ବା ୨୦ରେ ନୂଆ ସରକାର ଶପଥ ଗ୍ରହଣ କରିବା ଆଶା କରାଯାଉଛି। ଏଥିପାଇଁ ପାଟନାର ଗାନ୍ଧୀ ମଇଦାନରେ ପ୍ରସ୍ତୁତି ଜୋର୍ଦାର ଚାଲିଛି। ମେଣ୍ଟ ସହଯୋଗୀଙ୍କ ମଧ୍ୟରେ…