ନୂଆଦିଲ୍ଲୀ, ୮।୨: ୨୦୨୫ ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି)କୁ ବଡ଼ ଝଟକା ଲାଗିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ନୂଆଦିଲ୍ଲୀ ଆସନରୁ ନିର୍ବାଚନ ହାରିଯାଇଛନ୍ତି।…