ଡିଲେଡ୍,୪ା୧୨: ବର୍ଡର-ଗାଭାସ୍କର ଟ୍ରଫିରେ ଭାରତୀୟ ଦଳର ଅଭ୍ୟାସ ସେସନ୍ରେ ଏଣିକି ଦର୍ଶକଙ୍କୁ ଦେଖିବାକୁ ମିଳିବ ନାହିଁ। କିଛି ଦର୍ଶକଙ୍କ ଖରାପ ବ୍ୟବହାର କାରଣରୁ ଏଭଳି ନିଷ୍ପତ୍ତି ନିଆଯାଇଛି।…