ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ… ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରବିବାର ସୁଦ୍ଧା ରାଜ୍ୟର ୨୧.୪୨ ଲକ୍ଷ ଚାଷୀ ଧାନ…