ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଭୁବନେଶ୍ୱର,୨୯ା୧୨: ଓଡ଼ିଶାର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ୬ ମାସ ବଢିଛି। ଡିସେମ୍ବର ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ଶେଷ ହେଉଥିଲା ବେଳେ ୧ ଜାନୁୟାରୀ ୨୦୨୪ରୁ ଜୁନ ୩୦ ୨୦୨୪ ପର୍ଯ୍ୟନ୍ତ ରାଜ୍ୟ ସରକାର ତାଙ୍କର...