୮୦ କୋଟି ଲୋକଙ୍କୁ ଦୀପାବଳି ଉପହାର ଦେଲେ ପ୍ରଧାନମନ୍ତ୍ରୀ, ୫ ବର୍ଷ ଯାଏ ମିଳିବ ମାଗଣା ରାଶନ ନୂଆଦିଲ୍ଲୀ,୪/୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଦେଶର କୋଟି କୋଟି ଗରିବ ଲୋକଙ୍କୁ ଦୀପାବଳି ଉପହାର ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ମାଗଣା ରାଶନ ଯୋଜନା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୫ ବର୍ଷ ବୃଦ୍ଧି କରିବାକୁ ଘୋଷଣା...