୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ… ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା (PMMVY)। ୨୦୨୬ ଜାନୁଆରୀ ୧ ତାରିଖରେ ଏହି ଯୋଜନା ୯...