ବିଜେଡିକୁ ଶକ୍ତ ଝଟ୍କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨ ପୁଅ। ପ୍ରୟାସକାନ୍ତି ସାମଲ, ପ୍ରଣିତକାନ୍ତି ସାମଲ ଭାଜପାରେ ଯୋଗ ଦେଇଛନ୍ତି। ଅନେକ ସରପଞ୍ଚ...