ପ୍ରଜ୍ୱଳ ରେବନ୍ନା ଗିରଫ
ବେଙ୍ଗାଲୁରୁ,୩୧ା୫: କର୍ନାଟକ ହାସନର ଏମ୍ପି ପ୍ରଜ୍ୱଳ ରେବନ୍ନା ଗିରଫ ହୋଇଛନ୍ତି। ଶୁକ୍ରବାର ସେ ବେଙ୍ଗାଲୁରୁର କେମ୍ପାଗୋଡ଼ା ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ମାତ୍ରେ ପୋଲିସ ତାଙ୍କୁ ଗିରଫ କରିଛି। ନିଲମ୍ବିତ ଜେଡିଏସ୍ ଏମ୍ପି ପ୍ରଜ୍ୱଳ ଶହଶହ ମହିଳାଙ୍କୁ ଯୌନ ନିର୍ଯାତନା ଦେବା...