ବିଜେଡିରୁ ଇସ୍ତଫା ଦେଲେ ପ୍ରକାଶ ବେହେରା ଭୁବନେଶ୍ୱର,୧୦ା୧୦: ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ପ୍ରକାଶ ବେହେରା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରକାଶ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। ଗତ ନିର୍ବାଚନ ପୂର୍ବରୁ ପ୍ରକାଶ ଭାଂଜପରି ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ। ଏହାପରେ ବିଜେଡି ତାଙ୍କୁ…