ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ସ୍ବରାଜ ପାଣିଗ୍ରାହୀଙ୍କୁ ପରାସ୍ତ କରି ସଭାପତି ରୂପେ ବିଜୟୀ ହୋଇଛନ୍ତି। ସେହିପରି ଉପସଭାପତି…