ପ୍ରକାଶ ସେଠୀଙ୍କ ନାଁରେ ୩ ଏତଲା କଟକ ସଦର,୨୮ା୧୦(ସୁଶାନ୍ତ କୁମାର ଜେନା): କଟକ ସଦରର ପୂର୍ବତନ ବିଧାୟକ ଚନ୍ଦ୍ରସାରଥି ବେହେରା ବିଜେଡି ଛାଡ଼ି ଭାଜପାର ସଦସ୍ୟତା ଗ୍ରହଣ କରିଥିବା ନେଇ ଏକ ହ୍ବାଟ୍ସଆପ୍ ମେସେଜ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ହେଲେ ଏହା ନକଲି ମେସେଜ୍ ହୋଇଥିବାରୁ...