ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’
ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇ ତାଙ୍କ ଉପରେ ବିଶ୍ୱାସ ରଖିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ…
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହ୍ଲାଦ ଜୋଷୀ
ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ। ସେ ତାଙ୍କର ବିଦ୍ୟମାନ ମନ୍ତ୍ରଣାଳୟର ଦାୟିତ୍ୱ ନିର୍ବାହ କରିବା ସହିତ ଶିକ୍ଷା ମନ୍ତ୍ରୀର…
ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ
ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ପରୀକ୍ଷା ପେପର ଲିକ୍କୁ ନେଇ ଚାଲିଥିବା ବିରୋଧ…
Archives


