Tag Archives: Pranab prakash das

OCA ସଭାପତି ପଦରୁ ଇସ୍ତଫା ଦେଲେ ବବି ଦାସ

କଟକ,୨୯।୧୨: ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ) ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ବିଜେଡିର ବରିଷ୍ଠ ରାଜନେତା ପ୍ରଣବ ପ୍ରକାଶ ଦାସ(ବବି)। ଏନେଇ ସୂଚନା ଦେଇଛନ୍ତି ସମ୍ପାଦକ ସଞ୍ଜୟ ବେହେରା। ବ୍ୟକ୍ତିଗତ କାରଣ ଦର୍ଶାଇ ବବି ଇସ୍ତଫା ଦେଇଥିବା ବେଳେ ଆଶାଟା ୪୫...

ଆକ୍ରମଣ ପରେ ଚାଞ୍ଚଲ୍ୟକର ଖୁଲାସା କଲେ ହିମାଂଶୁ: ”ମୋତେ ମାରିଦେଇଥାନ୍ତେ”

ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ବୁଧବାର ସନ୍ଧ୍ୟାରେ ଦୁର୍ବୁତ୍ତମାନେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣ ପଛରେ ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ହାତ ଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଏଥିସହିତ ଘଟଣା ପରେ...

ହିମାଂଶୁଙ୍କ ଉପରେ ଆକ୍ରମଣ ପରେ ମୁହଁ ଖୋଲିଲେ ବବି; ‘ମୁଁ ଘଟଣାସ୍ଥଳରେ ନଥିଲି…’

ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇଛନ୍ତି ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)। ସେ କହିଛନ୍ତି ‘ଗଣତନ୍ତ୍ରରେ କୌଣସି ପ୍ରକାର ହିଂସାକୁ ପ୍ରଶ୍ରୟ ଦିଆଯିବନି, ଘଟଣାକୁ ନିନ୍ଦା କରୁଛି। ତେବେ...

ଯାଜପୁରର ବିକାଶ ପାଇଁ ମୁଁ ପୁଣି ଲଢ଼ିବାକୁ ପ୍ରସ୍ତୁତ: ପ୍ରଣବ ପ୍ରକାଶ

ଝୁମ୍ପୁରୀ, ୩।୧୦(ସରୋଜ ନାୟକ): ଯାଜପୁରର ବିକାଶ ପାଇଁ ‘ମୁଁ ପୁଣି ଲଢ଼ିବାକୁ ପ୍ରସ୍ତୁତ’ ବୋଲି ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ ଘୋଷଣା କରିଛନ୍ତି। ଗାନ୍ଧୀ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ବୁଧବାରଠାରୁ ଆରମ୍ଭ ହୋଇଥିବା...

‘ବବି କହିଥିଲେ ତୁମ କଥା ବୁଝାଯିବ’, ବଡ଼ ଅଭିଯୋଗ ଆଣିଲେ ମମତା ମହନ୍ତ

ଭୁବନେଶ୍ୱର, ୦୬।୦୮: ବିଜୁ ଜନତା ଦଳ ତଥା ରାଜ୍ୟସଭାରୁ ଇସ୍ତଫା ଦେଇଥିବା ମମତା ମହନ୍ତ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁରେ ବଡ ଅଭିଯୋଗ ଆଣିଛନ୍ତି। ଦଳ ଭିତରେ ତାଙ୍କୁ ଅଣଦେଖା କରାଯିବା ସହିତ ରାଜ୍ୟସଭାରୁ କାଢ଼ିଦେବାକୁ କୁହାଯାଇଥିବା...

ପାରିବାରିକ ପରାଜୟର ସମ୍ମୁଖୀନ ହେଲେ ବବି

ଭୁବନେଶ୍ୱର,୪।୬: ଓଡ଼ିଶାରେ ଶୋଚନୀୟ ପରାଜୟର ସମ୍ମୁଖୀନ ହୋଇଛି ବିଜୁ ଜନତା ଦଳ। ଲୋକ ସଭାରେ ଦଳ ଅମାନତା ହରାଇଥିବା ବେଳେ ବିଧାନସଭାରେ ଖବର ଲେଖା ହେଲା ବେଳକୁ ୧୬ ଆସନରେ ବିଜୟୀ ହୋଇଥିବା ବେଳେ ୩୩ ଆସନରେ ଆଗୁଆ ଚାଲିଛି।...

ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଭାଜପା, ସୂଚନା ଦେଲେ ପ୍ରଣବ

ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ବୋଲି ବିଜୁ ଜନତା ଦଳ ବାରମ୍ବାର ପ୍ରଶ୍ନ କରୁଥିଲା ବେଳେ ଏହାକୁ ନେଇ ବଡ ଖବର ସାମ୍ନାକୁ ଆସିଛି। ସୋମବାର ଓଡ଼ିଶାରେ ପ୍ରଥମ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ ସୋମବାର...

କେନ୍ଦ୍ରମନ୍ତ୍ରୀ ଥାଇ ଦେବଗଡ଼ ପାଇଁ କ’ଣ କରିଛନ୍ତି: ପ୍ରଣବ

ଦେବଗଡ଼,୧୩।୫(ଶଶାଙ୍କ ଶେଖର ଝାଙ୍କର): ନିର୍ବାଚନୀ ପ୍ରଚାର ପାଇଁ ବିଭିନ୍ନ ନିର୍ବାଚନମଣ୍ଡଳୀ ଓ ବ୍ଲକ ବୁଲି ସଭାରେ ଯୋଗଦେଉଛନ୍ତି ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ଏହି ସମୟରେ ସେ...

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ କଡ଼ା ଜବାବ ରଖିଛନ୍ତି ବିଜେଡି ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)। ବବି...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। କୋରେଇରୁ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)...

‘କାହିଁକି ସମ୍ବଲପୁରରୁ ଲଢ଼ିଲେ ବବି’, ରହିଛି ଦୁଇଟି କାରଣ!

ଭୁବନେଶ୍ୱର,୨୭।୩: ଆସନ୍ତା ସାଧାରଣ ନିର୍ବାଚନରେ ସମ୍ବଲପୁର ଲୋକ ସଭା ଆସନରେ ବଡ଼ ଲଢେଇ ଦେଖିବାକୁ ମିଳିବ। ରାଜ୍ୟ ଭାଜପାର ବରିଷ୍ଠ ନେତା ତଥା କେନ୍ଦ୍ର ଶିକ୍ଷା ଏବଂ ଉଦ୍ୟମତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରୁ ଲୋକସଭା ନିର୍ବାଚନ ଲଢ଼ିବା ଘୋଷଣା...

ସମ୍ବଲପୁରରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ୍ ନେତା, ଖୁବଶୀଘ୍ର ହୋଇପାରେ ଘୋଷଣା

ଭୁବନେଶ୍ୱର,୨୪।୩: ବିଜୁ ଜନତା ଦଳ(ବିଜେଡି) ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସମ୍ବଲପୁରରୁ ବିଜେଡି ଲୋକସଭା ପ୍ରାର୍ଥୀ ହେବାର ଅଧିକ ସମ୍ଭାବନା ରହିଛି। ଏହାରି ମଧ୍ୟରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ସମ୍ବଲପୁର ଲୋକସଭା ଆସନ ଏବଂ ଏହାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri