ପ୍ରକାଶ ପାଇଲା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ଫଳାଫଳ : ପାସ୍ହାର ୯୦% ଖୋର୍ଦ୍ଧା,୨୧ା୫: ପ୍ରାଣନାଥ ସୟଂଶାସିତ ମହାବିଦ୍ୟାଳୟର ସ୍ନାତକ ପାଠ୍ୟକ୍ରମ କଳା, ବାଣିଜ୍ୟ ଓ ବିଜ୍ଞାନ ବାର୍ଷିକ ପରୀକ୍ଷା ଫଳ ୨୦୨୨-୨୦୨୫ ଶିକ୍ଷା ବର୍ଷ ଫଳାଫଳ ବୁଧବାର ପ୍ରକାଶିତ ହୋଇଛି। ଚଳିତବର୍ଷ ୧୧୦୫ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିବା ବେଳେ ୯୯୪ ଜଣ ପାସ୍...