ଏହି ନେତାଙ୍କୁ ବିରୋଧୀ ଦଳର ନେତା ବାଛିଲେ ଅଖିଳେଶ ଲକ୍ଷ୍ନୌ,୨୮ା୭: ଉତ୍ତରପ୍ରଦେଶ ବିଧାନସଭାରେ ବିରୋଧୀ ଦଳର ନେତା କିଏ ହେବେ ସେନେଇ ଉତ୍ତରପ୍ରଦେଶ ରାଜନୀତିରେ ଦୀର୍ଘଦିନ ଧରି ଚାଲିଥିବା ଆଲୋଚନା ଶେଷ ହୋଇଛି। ବିଧାନସଭାରେ ବିରୋଧୀ ଦଳର ନେତା ଭାବରେ ସମାଜବାଦୀ ପାର୍ଟି ଦ୍ୱାରା ପ୍ରସାଦ ପାଣ୍ଡେଙ୍କ ନାମ ଅନୁମୋଦନ ହୋଇଛି।…