କିଏ ସେ ପ୍ରଶାନ୍ତ ସୀତାରାମ ଲୋଖାଣ୍ଡେ? ଯାହାଙ୍କୁ CBSEର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଲେ କେନ୍ଦ୍ର ସରକାର, ବରୁଣ ଭାରଦ୍ୱାଜ… ନୂଆଦିଲ୍ଲୀ, ୨।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ରେ ଏକ ବଡ଼ ପ୍ରଶାସନିକ ପରିବର୍ତ୍ତନ ଦେଖିବାକୁ ମିଳିଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହାର ନୂତନ ଅଧ୍ୟକ୍ଷଙ୍କୁ ନିଯୁକ୍ତି ଦିଆଯାଇଛି। କ୍ୟାବିନେଟ ନିଯୁକ୍ତି କମିଟି (ACC) ମଙ୍ଗଳବାର ଜାରି କରିଥିବା ଏକ…