Tag Archives: Prashant Menduli

ପୁଣି ମେଣ୍ଡୁଲି ଦେଲେ ବଡ଼ ଡାକରା, ୧୫ରୁ…

ଭୁବନେଶ୍ୱର,୧୩।୭: ଡ୍ରାଇଭର ଆନ୍ଦୋଳନକୁ ନେଇ ଆସିଲା ଆଉ ଏକ ବଡ଼ ଖବର । ଆହୁରି ଜୋରଦାର ହେବ ଡ୍ରାଇଭର ଆନ୍ଦୋଳନ । ୧୫ରୁ ଆନ୍ଦୋଳନକୁ ଜୋରଦାର କରିବ ଡ୍ରାଇଭର ସଂଘ । ଆନ୍ଦୋଳନ ଜୋରଦାର ପାଇଁ ଆହ୍ବାନ ଦେଲେ ସଭାପତି ।…

ମେଣ୍ଡୁଲିଙ୍କ ବଢିଲା ଅଡ଼ୁଆ, ସରକାର ନେବେ ବଡ଼ ଆକ୍ସନ?

ଭୁବନେଶ୍ୱର,୧୨।୭: ଓଡ଼ିଶା ଡ୍ରାଇଭର ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ବଢିଲା ଅଡୁଆ। ଥାନାରେ ତାଙ୍କ ବିରୋଧରେ ଏତଲା ଦାୟର ପରେ ଏବେ ତାଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆସିଛି। ସଡ଼କ ପରିବହନ ସଂଘ ଉପସଭାପତି ଦେବେନ୍ଦ୍ର ପାଣିଗ୍ରାହୀଙ୍କ ବିଶୋଦଗାର କହିଛନ୍ତି, ଡ୍ରାଇଭରଙ୍କୁ…

ରାହୁଲ ଯାଉଯାଉ ବଡ଼ ଘୋଷଣା କରିଦେଲେ ଭକ୍ତ, ମୋହନଙ୍କୁ କଲେ ସିଧା ଟାର୍ଗେଟ

ଭୁବନେଶ୍ୱର,୧୨।୭: ଓଡ଼ିଶା ଡ୍ରାଇଭର ମହାସଂଘର ଚାଲିଥିବା ଷ୍ଟିଅରିଂ ଛାଡ଼ ଆନ୍ଦୋଳନକୁ ନେଇ ରାଜ୍ୟ ରାଜନୀତିରେ ଉଷ୍ମତା ଦେଖାଦେଇଛି। ଏହି ଆନ୍ଦୋଳନ ପ୍ରସଙ୍ଗରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଏକ ସାମ୍ବାଦିକ ସମ୍ମିଳନୀରେ ବଡ଼ ଘୋଷଣା କରିଛନ୍ତି।…

ମେଣ୍ଡୁଲିଙ୍କ ପଛରେ ବଡ଼ ହାତ! ସାମ୍ନାକୁ ଆସିଲା ବଡ଼ ଖୁଲାସା

ଭୁବନେଶ୍ୱର,୧୨।୭: ମୁଣ୍ଡରେ ନାଲି ଗାମୁଛା, ଦେହରେ ମାଟିଆ ପୋଷାକ। ଘର ଆଠମଲ୍ଲିକ। ରାଜ୍ୟ ରାଜନୀତିକୁ ହୁଲସ୍ତୁଲ କରୁଛନ୍ତି ଏହି ନେତା। ଏହି ନେତାଜଣକ ୪ଦିନ ଧରି ରାଜ୍ୟରେ ଡ୍ରାଇଭର ସଂଘ ଆନ୍ଦୋଳନକୁ ଆଗକୁ ବଢାଉଛନ୍ତି। ବଡ଼ବଡ଼ ନେତାଙ୍କ ଠାରୁ ମନ୍ତ୍ରୀ ଯାଏ…

ପୁଣି ମେଣ୍ଡୁଲିଙ୍କ ଆସିଲା ଭିଡିଓ, ଏଥର ସାଂଘାତିକ ବୟାନ

ଭୁବନେଶ୍ୱର,୧୨।୭: ଓଡ଼ିଶା ଡ୍ରାଇଭର ମହାସଂଘରେ ଅଭ୍ୟନ୍ତରୀଣ ବିବାଦ ଏବେ ଚର୍ଚ୍ଚାର ବିଷୟ ହୋଇଛି। ସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ନେତୃତ୍ୱକୁ ନେଇ ଅନେକ ଡ୍ରାଇଭର ଅସନ୍ତୋଷ ପ୍ରକାଶ କରିଥିବା ବେଳେ, ଏହି ବିବାଦ ଏକ ନୂଆ ମୋଡ଼ ନେଇଛି। ମେଣ୍ଡୁଲିଙ୍କ ବିରୋଧରେ…

ଦିନ ମଜୁରିଆରୁ ଓଡ଼ିଶା ଡ୍ରାଇଭର ମହାସଂଘର ନେତା: ଜାଣନ୍ତୁ ପ୍ରଶାନ୍ତ ମେଣ୍ଡୁଲି କିଏ

ଭୁବନେଶ୍ୱର,୧୧।୭: ଓଡ଼ିଶା ଡ୍ରାଇଭର ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି ଏବେ ଚର୍ଚ୍ଚାରେ ଅଛନ୍ତି। ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନରେ ସେ ଲଗାତାର ଚର୍ଚ୍ଚାରେ ରହି ଆସିଛନ୍ତି। ଏକ ସାଧାରଣ ଦିନ ମଜୁରିଆରୁ ଆରମ୍ଭ କରି ସେ ଆଜି ରାଜ୍ୟର ଲକ୍ଷାଧିକ ଡ୍ରାଇଭରଙ୍କ…

ଡ୍ରାଇଭର୍‌ ଆନ୍ଦୋଳନକୁ ବଡ଼ ଝଟ୍‌କା, ବନ୍ଧା ହେବେ ମେଣ୍ଡୁଲି?

ଭୁବନେଶ୍ୱର,୧୧।୭: ଓଡ଼ିଶା ଡ୍ରାଇଭର ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ନାଁରେ ଏତଲା। ମେଣ୍ଡୁଲିଙ୍କ ନାଁରେ ଏତଲା ଦେଇଛି ମିନି ଟ୍ରକ ମାଲିକ ସଂଘ। ଏହି ଏତଲା ସମ୍ପର୍କରେ ସବିଶେଷ ତଥ୍ୟ ଏପର୍ଯ୍ୟନ୍ତ ସାର୍ବଜନୀନ ହୋଇ ନ ଥିବା ବେଳେ, ଏହା ରାଜ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri