ପ୍ରସାର ଭାରତୀର ନୂଆ ଅଧ୍ୟକ୍ଷ ହେଲେ ପ୍ରସୂନ ଯୋଶୀ,କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜଣାଇଲେ ଶୁଭେଚ୍ଛା ନୂଆଦିଲ୍ଲୀ,୨।୫: ପ୍ରସିଦ୍ଧ ଗୀତିକାର, ଲେଖକ ତଥା ଯୋଗାଯୋଗ ବିଶେଷଜ୍ଞ ପ୍ରସୂନ ଯୋଶୀ ଭାରତର ସାର୍ବଜନୀନ ପ୍ରସାରଣ ସଂସ୍ଥା (ପ୍ରସାର ଭାରତୀ)ର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଶନିବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି।…