ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ ଦଳ ପକ୍ଷରୁ ବିଜେଡି ଉପସଭାପତି ପ୍ରତାପ ଜେନା ଶନିବାର ସୂଚନା ଦେଇଛନ୍ତି। ବିଜେଡିର…