Tag Archives: pravati parida

ଅନାଥ ପିଲାମାନଙ୍କୁ ପୋଷ୍ୟ ସନ୍ତାନ କରିବେ ଓଡ଼ିଶା ବିଧାୟକ, ମନ୍ତ୍ରୀ!

ଭୁବନେଶ୍ୱର,୨୬।୧୧: ଓଡ଼ିଶାରେ ଅନାଥ ପିଲାମାନଙ୍କର ଜୀବନକୁ ପରିବର୍ତ୍ତନ କରିବା ଉଦ୍ଦେଶ୍ୟରେ ଏହି ପିଲାମାନଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ବିଧାୟକମାନଙ୍କୁ ଆହ୍ୱାନ କରାଯିବ ବୋଲି ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ ଆଶା ପ୍ରକଟ କରିଛନ୍ତି ଯେ ଅଳ୍ପ...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୨୪ରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୯ା୧୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୨୪ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ। ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦ ଲକ୍ଷରୁ ଅଧିକ...

୭ଦିନିଆ ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୩୧।୧୦: ଆସନ୍ତା ନଭେମ୍ବର ୨ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଲଣ୍ଡନ ଗସ୍ତରେ ଯିବେ। ଏଠାରେ ସେ ଓଡିଶା ପର୍ଯ୍ୟଟନ: ପ୍ରବାସୀ ଏବଂ ଇଣ୍ଡଷ୍ଟ୍ରି ଲିଡରଙ୍କ ସହ ସମ୍ପର୍କକୁ ମଜବୁତ କରିବା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।...

ଉପମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଗାଡ଼ି ଧକ୍କାରେ ୨ ଛାତ୍ରୀଛାତ୍ର ଆହତ, ବଡ଼ ପଦକ୍ଷେପ ନେଲେ ପ୍ରଭାତୀ

ଗୋପ,୨୫।୯: ବୁଧବାର ପୂର୍ବାହ୍ନରେ ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍ ଧକ୍କାରେ ଦୁଇଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ପରେ ଉଭୟଙ୍କୁ...

କାହିଁକି ଆକାଉଣ୍ଟକୁ ଗଲା ନାହିଁ ସୁଭଦ୍ରା ଟଙ୍କା, ଏହାର ବଡ଼ କାରଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୯: ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। ୨ ହଜାର ମହିଳାଙ୍କ ଆବେଦନ ଖାରଜ ହୋଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ତେବେ ଖାରଜ ହେବାର କାରଣ ମଧ୍ୟ କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ଆକାଉଣ୍ଟ ସଠିକ୍‌...

କାଲି ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ସୁଭଦ୍ରା ଟଙ୍କା, ଉପମୁଖ୍ୟମନ୍ତ୍ରୀ କହିଲେ ମୋବାଇଲକୁ ଆସୁଥିବା ଲିଙ୍କ୍‌ରେ…

ଭୁବନେଶ୍ୱର,୧୬ା୯: ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ସୁଭଦ୍ରା ହିତାଧିକାରୀଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଆଉ କିଛି ମଧ୍ୟ ଦ୍ୱନ୍ଦ୍ୱ ଭିତରେ ରହିଛନ୍ତି ଯେ, ତାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଆସିବ...

ଡାକ୍ତରୀ ଛାତ୍ରୀ ଲିନ୍ସାଙ୍କୁ ଶୁଭେଚ୍ଛା ଜଣାଇଲେ ଉପମୁଖ୍ୟମନ୍ତ୍ରୀ, କହିଲେ ସଂଘର୍ଷର ଶିଡ଼ି ଚଢ଼ି…

ଦାରିଙ୍ଗବାଡ଼,୧୫ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଡାକ୍ତରୀ ଛାତ୍ରୀ ଲିନ୍ସା ପ୍ରଧାନଙ୍କୁ ଭୁବନେଶ୍ୱରରେ ଦେଖା କରିଛନ୍ତି ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ ଏନେଇ ସାମାଜିକ ଗଣମାଧ୍ୟମରେ ଦର୍ଶାଇଛନ୍ତି ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ...

ସୁଲୋଚନାଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କହିଲେ ଆଗାମୀ ଦିନରେ ଲକ୍ଷପତି ଦିଦିରେ…

ଭୁବନେଶ୍ୱର,୭ା୯: ସ୍ଥାନୀୟ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭ ଉଦ୍‌ଘାଟନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝି ଏହାର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇ କହିଥିଲେ, ଶେଷ ହିତାଧିକାରୀ ପର୍ଯ୍ୟନ୍ତ...

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା, କହିଲେ ଧୈର୍ଯ୍ୟ ରଖନ୍ତୁ, ସମସ୍ତଙ୍କୁ…

ଭୁବନେଶ୍ୱର,୭ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନା ସମ୍ପର୍କରେ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଆଜି ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ,...

ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ, ଏହି ଦିନ ଦିଆଯିବ ପ୍ରଥମ କିସ୍ତି ଟଙ୍କା

ଭୁବନେଶ୍ୱର,୪ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ସୁଭଦ୍ରା କଲ୍‌ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ। ଶେଷ ଯୋଗ୍ୟ ହିତାଧିକାରୀ...

ଆଜିଠୁ ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ ଆରମ୍ଭ, ଏହି ସ୍ଥାନରେ ମିଳିବ ଫର୍ମ, ଜାଣନ୍ତୁ ଆବେଦନର ନିୟମ…

ଭୁବନେଶ୍ୱର,୧ା୯: ସୁଭଦ୍ରା ଯୋଜନା ପାଇଁ ରବିବାରଠାରୁ ଆରମ୍ଭ ହେଉଛି ପଞ୍ଜୀକରଣ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆରେ ଲାଇଭ୍‌ରେ ଆସି ଶନିବାର ସବିଶେଷ ସୂଚନା ଦେଇଥିଲେ। ଉପମୁଖ୍ୟମନ୍ତ୍ରୀ କହିଥିଲେ, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି ହୋଇସାରିଛି। ସମସ୍ତ...

ସମସ୍ତଙ୍କୁ ମିଳବ ସୁଭଦ୍ରା ଟଙ୍କା, କାହିଁକି ହଠାତ୍‌ ପୁଣି ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୮: ‘ସୁଭଦ୍ରା’ ପ୍ରସଙ୍ଗକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବିଜେଡିକୁ କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ୨୧ରୁ ୬୦ ବୟସ୍କ ମହିଳାଙ୍କ ସଂଖ୍ୟା ୨ କୋଟି ୨୫ ଲକ୍ଷ। ସ୍ବଚ୍ଛଳ ବର୍ଗଙ୍କୁ ଛାଡ଼ିଦେଲେ ୨୧ରୁ ୬୦ ବର୍ଷର ମହିଳାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri