ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା ମାଗଣା ସୁବିଧା ଦେଶର ବିକାଶରେ ବାଧା ସୃଷ୍ଟି କରୁଥିବା କହିଛନ୍ତି ସର୍ବୋଚ୍ଚ ଅଦାଲତ।…