ପ୍ୟାରିସ୍ ପାରାଲିମ୍ପିକ୍ସ: ଗୋଟିଏ ଦିନରେ ଭାରତକୁ ଚାରି ପଦକ ଚାଟେରକ୍ସ, ୩୦।୮: ପ୍ୟାରିସ୍ରେ ଚାଲିଥିବା ପାରାଲିମ୍ପିକ୍ସର ଦ୍ୱିତୀୟ ଦିବସରେ ଭାରତକୁ ୪ଟି ପଦକ ମିଳିଛି। ମହିଳା ଶୁଟିଂ ତାରକା ଅଭନି ଲେଖରା ଦେଶ ପାଇଁ ପ୍ରଥମ ସ୍ବର୍ଣ୍ଣ ପଦକ ଜିତି ଥିବାବେଳେ ରୌପ୍ୟ ପଦକ ହାସଲ କରିଛନ୍ତି ଅନ୍ୟତମ ପୁରୁଷ...