ଗର୍ଭବତୀ ନାବାଳିକାଙ୍କ ନାମରେ ରହିଛି ମାଆ ଓ ଶିଶୁ ସୁରକ୍ଷା କାର୍ଡ ନବରଙ୍ଗପୁର,୨୬ା୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏବେ ୩ ମାସର ଗର୍ଭବତୀ। ତାଙ୍କ ନାମରେ ରହିଛି ମାଆ ଓ ଶିଶୁ ସୁରକ୍ଷା କାର୍ଡ। ଜଣେ ଗର୍ଭବତୀ ନାବାଳିକା ଏହି କାର୍ଡ ପାଇବାକୁ ଯୋଗ୍ୟ ନୁହନ୍ତି। ଏହି...