ରାସ୍ତା ନ ଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ମେଡିକାଲ ଯିବା ପୂର୍ବରୁ କନ୍ୟା ସନ୍ତାନ ପ୍ରସବ କଲେ ମହିଳା ରାୟଗଡ଼ା,୫ା୨(ଆଶିଷ ରଞ୍ଜନ ପଣ୍ଡା): ଗାଁକୁ ରାସ୍ତା ନାହିଁ। ଫଳରେ ୧ କିମି ଷ୍ଟ୍ରେଚରରେ ବୁହା ହୋଇଯିବା ପରେ ୨୨ କିମି ଆମ୍ବୁଲାନ୍ସରେ ମେଡିକାଲ ଗଲେ ଗର୍ଭବତୀ। ହେଲେ ଆମ୍ବୁଲାନ୍ସ ପହଞ୍ଚିବା ପୂର୍ବରୁ ଗର୍ଭବତୀ ପ୍ରସବ କଲେ। ତେବେ ସ୍ଥିତି ଗମ୍ଭୀର ହେବାରୁ…