ଝଞ୍ଜାବତୀ ନଦୀରେ ଭାସିଗଲେ ୮ ମାସର ଗର୍ଭବତୀ ମହିଳା, ୬ ବର୍ଷର ଝିଅ କୋରାପୁଟ,୨୭ା୭(ଅମିତାଭ ବେହେରା ): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ଡକରିଘାଟି ଅନ୍ତର୍ଗତ ଝଞ୍ଜାବତୀ ନଦୀରେ ୮ମାସର ଗର୍ଭବତୀ ଓ ତାଙ୍କ ୬ ବର୍ଷର ଝିଅ ଶନିବାର ଭାସିଯାଇଛନ୍ତି। ତାଙ୍କର ଅଗଷ୍ଟ ୧୮ରେ ପ୍ରସବ ଥିଲା। ମା’ ଗୃହରୁ ସେ...