୩ ମାସର ଗର୍ଭ ନଷ୍ଟ କରି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ, ବାପଘର ଲୋକେ ଅଭିଯୋଗ ଆଣି କହିଲେ… ପରଜଙ୍ଗ,୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗାଁରେ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କର ୩ ମାସର ଗର୍ଭ ନଷ୍ଟ ସହ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ମାଣିକମରା ଗାଁ ଠାକୁରମୁଣ୍ଡା ସାହିର…