ଗର୍ଭବତୀଙ୍କ ମୃତ୍ୟୁ ଘଟଣା: ତଦନ୍ତ ଆରମ୍ଭ କଲେ ସିଡିପିଓ, ଆଶାକର୍ମୀଙ୍କୁ ଦାୟୀ କରି… ଦାରିଙ୍ଗବାଡ଼ି,୧୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ନାହୁଡ଼ସରୁ ଗ୍ରାମରେ ଗର୍ଭବତୀ ବନିଆ ପ୍ରଧାନଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ମଙ୍ଗଳବାର ମୃତ୍ୟୁ ଘଟଣାର ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସମ୍ପର୍କିତ ଖବର ଧରିତ୍ରୀରେ ପ୍ରକାଶ ପାଇବା...