ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଦେଲେ ଗୁରୁ ପ୍ରେମଆନନ୍ଦ, ତଦନ୍ତ ହେଲେ… ଭୁବନେଶ୍ୱର,୨୨।୧୧:ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟଛି। ତେବେ ତାଙ୍କ ମୃତ୍ୟୁ ପରେ ଅନେକ ବାଦ ବିବାଦ ଲାଗି ରହିଛି। ତାଙ୍କ ମା’ ହ୍ୟୁମାନଙ୍କ ମୃତ୍ୟୁ ପାଇଁ ତାଙ୍କ ମ୍ୟାନେଜର, ଦିନେଶ, ପ୍ରଶାନ୍ତଙ୍କ ନାଁ ସହ ଜଣେ ମହିଳା ଗାୟିକାଙ୍କ...