ଭାରତରେ ବଢୁଛି ପ୍ରିମିୟମ୍ ସ୍ମାର୍ଟଫୋନ୍ ଚାହିଦା: ୨୦୨୫ରେ ଆପଲ୍ର ଐତିହାସିକ ରେକର୍ଡ ନୂଆଦିଲ୍ଲୀ,୨।୨: ଭାରତୀୟ ସ୍ମାର୍ଟଫୋନ୍ ବଜାର ପାଇଁ ୨୦୨୫ ବର୍ଷଟି ବେଶ୍ ଗୁରୁତ୍ୱପୂର୍ଣ୍ଣ ରହିଛି। କାଉଣ୍ଟରପଏଣ୍ଟ ରିସର୍ଚ୍ଚର ରିପୋର୍ଟ ଅନୁଯାୟୀ, ଗତବର୍ଷ ଭାରତୀୟ ବଜାରରେ ଶସ୍ତା ଫୋନ୍ ଅପେକ୍ଷା ଦାମୀ ସ୍ମାର୍ଟଫୋନର ଚାହିଦା ବହୁଗୁଣା ବୃଦ୍ଧି ପାଇଛି। ସାମଗ୍ରିକ ଭାବେ ବଜାରର ବିକ୍ରି…