ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…