ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍ଦାର ପ୍ରସ୍ତୁତି ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍ଦାର କରାଯାଉଛି। ୪ଦିନ ଧରି ଏହି ମହୋତ୍ସବ ପାଳନ କରାଯିବ। ଏଥିପାଇଁ ମଞ୍ଚକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏଥିସହ...