Tag Archives: President Droupadi Murmu

ରାଷ୍ଟ୍ରପତିଙ୍କ ପାଇଁ ନୈଶ୍ୟଭୋଜିର ଆୟୋଜନ କଲେ ରାଜ୍ୟପାଳ, ଯୋଗଦେଲେ ମାନ୍ୟଗଣ୍ୟ ବ୍ୟକ୍ତି

ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସମ୍ମାନାର୍ଥେ ଗୁରୁବାର ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ରାଜଭବନରେ ଏକ ସମ୍ମାନଜନକ ଭୋଜିର ଆୟୋଜନ କରିଥିଲେ। ଏହି ଅବସରରେ ରାଜ୍ୟପାଳଙ୍କ ପତ୍ନୀ ଜୟଶ୍ରୀ କମ୍ଭମପାଟି ମଧ୍ୟ ଉପସ୍ଥିତ ଥିଲେ।...

ଧର୍ମେନ୍ଦ୍ର, ମୋହନ, ମୁଁ ଏକାଠି ଆସିଥିଲୁ, ବିଧାନସଭାରେ କାହିଁକି ଏପରି କହିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୨୭ା୧୧: ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରି ଏହାକୁ ନିଜ ପାଇଁ ଏକ ନିଆରା ତଥା ଐତିହାସିକ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଛନ୍ତି। ନିଜ ରାଜନୈତିକ କ୍ୟାରିୟର ଆରମ୍ଭ ହୋଇଥିବା ଏହି ଗୃହରେ ଉପସ୍ଥିତ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଦେଲେ ଏସବୁ କଥା

ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାରେ ପହଞ୍ଚିଛନ୍ତି। ବିଧାୟିକା ଭାବେ ନିର୍ବାଚିତ ହେବା ପରେ ରାଷ୍ଟ୍ରପତି ଭାବେ ଏହା ତାଙ୍କର ପ୍ରଥମ ବିଧାନସଭା ଗସ୍ତ। ତାଙ୍କୁ ସ୍ୱାଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ପରିଷଦର...

ରାଜଭବନରେ ରାଷ୍ଟ୍ରପତି, ବିଧାନସଭା ଶୀତ ଅଧିବେଶନକୁ କରିବେ ସମ୍ବୋଧିତ

ଭୁବନେଶ୍ୱର,୨୭ା୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସିଧା ରାଜଭବନ ଯାଇଥିଲେ। ରାଷ୍ଟ୍ରପତି ବିଧାନସଭା ଶୀତ ଅଧିବେଶନରେ ସମ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଯଦି ରାଷ୍ଟ୍ରପତି ରାଜ୍ୟ ବିଧାନସଭାକୁ ସମ୍ବୋଧିତ କରନ୍ତି ତେବେ ଏହା ରାଜ୍ୟର...

ରାୟରଙ୍ଗପୁରରେ ଜାତୀୟ ଆଦିବାସୀ ବିକାଶ ପ୍ରତିଷ୍ଠାନ ପ୍ରତିଷ୍ଠା ରାଷ୍ଟ୍ରପତିଙ୍କୁ ଅନୁରୋଧ

ଭୁବନେଶ୍ୱର,୧୮।୧୧: ଜାତୀୟ ସ୍ମାରକୀ ପ୍ରାଧିକରଣ (NMA)ର ଅଧ୍ୟକ୍ଷ ପ୍ରଫେସର କିଶୋର ବାସା ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ସେ ଓଡ଼ିଶାର ମୟୂରଭଞ୍ଜ ଜିଲା ରାୟରଙ୍ଗପୁରରେ ଏକ ଜାତୀୟ ଆଦିବାସୀ ବିକାଶ ପ୍ରତିଷ୍ଠାନ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଭାରତୀୟ ମହିଳା କ୍ରିକେଟ୍ ଦଳ, ଦେଲେ ବଡ ଉପହାର

ନୂଆଦିଲ୍ଲୀ,୬।୧୧: ଆଇସିସି ମହିଳା ବିଶ୍ୱକପ୍ ବିଜେତା ଭାରତୀୟ ମହିଳା କ୍ରିକେଟ୍ ଦଳ ଗୁରୁବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ଏହି ସମୟରେ ଅଧିନାୟକ ହରମନପ୍ରୀତ କୌର ଦଳର ସମସ୍ତ ଖେଳାଳିଙ୍କ ଦ୍ୱାରା ସ୍ୱାକ୍ଷରିତ ଏକ ଜର୍ସି...

ଗୁରୁଦିବସରେ ଦିଲ୍ଲୀରେ ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୫ା୯: ଆଜି ପବିତ୍ର ଗୁରୁଦିବସ ଅବସରରେ ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ...

ରାଷ୍ଟ୍ରପତି ମୁର୍ମୁଙ୍କୁ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଚାରିଲେ କନ୍ନଡ଼ ଜାଣିଛନ୍ତି ? ମିଳିଲା ଆଶ୍ଚର୍ଯ୍ୟକର ଉତ୍ତର

ବେଙ୍ଗାଲୁରୁ,୧ା୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୈସୁରୁ ଗସ୍ତ ସମୟରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୟାଙ୍କ ସହ ଏକ ହାଲୁକା ଓ ହସମଜା ଆଲୋଚନା କରିଥିଲେ। ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ସ୍ପିଚ୍ ଆଣ୍ଡ ହିଅରିଂ (AIISH)ର ଡାଇମଣ୍ଡ ଜୁବୁଲି ଉତ୍ସବରେ ସିଦ୍ଧାରମୟା...

ନୂଆଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି, କହିଲେ ଯାହାଙ୍କ ପରିଶ୍ରମ ପାଇଁ ଆମ ସମସ୍ତଙ୍କର…

ନୂଆଦିଲ୍ଲୀ,୨୮ା୮: କୃଷିଭିତ୍ତିକ ତଥା ଗଣପର୍ବ ନୂଆଖାଇ ପାଇଁ ଉତ୍ସବମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଖାଇର ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ଏହି ଲୋକପ୍ରିୟ ପର୍ବ କୃଷକମାନଙ୍କ ପ୍ରତି ଗଭୀର କୃତଜ୍ଞତାର ସ୍ମରଣ କରାଏ। ଯାହାଙ୍କ...

ହଠାତ୍‌ କାହିଁକି ରାଷ୍ଟ୍ରପତିଙ୍କୁ ଭେଟିବାକୁ ପହଞ୍ଚିଲେ ମୋଦି? ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାଷ୍ଟ୍ରପତି ଭବନରେ ପହଞ୍ଚିଥିଲେ। ଏଠାରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିଲେ। ଏ ସମ୍ପର୍କରେ ସୂଚନା ରାଷ୍ଟ୍ରପତି ଭବନ ପକ୍ଷରୁ ସୋସିଆଲ ମିଡିଆ ସାଇଟ ଏକ୍ସରେ ଦିଆଯାଇଛି। ରାଷ୍ଟ୍ରପତି ଭବନ ଏକ୍ସରେ ପ୍ରଧାନମନ୍ତ୍ରୀ...

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭୁବନେଶ୍ୱରରେ ଟ୍ରାଫିକ କଟକଣା: ଜାଣନ୍ତୁ କେଉଁ ରାସ୍ତା ରହିବ ବନ୍ଦ, କେଉଁ ରାସ୍ତା ଖୋଲା…

ଭୁବନେଶ୍ୱର,୧୪ା୭: ଆଜି ଅର୍ଥାତ୍‌ ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଏହି ଗସ୍ତ ପାଇଁ ରାଜଧାନୀରେ ଟ୍ରାଫିକ୍‌ କଟକଣା କରାଯାଇଛି। ଏୟାରପୋର୍ଟରୁ ଜୟଦେବ ବିହାର ଦେଇ ଏମ୍ସ ଯିବା ରାସ୍ତା ବନ୍ଦ ରହିବ। ସନ୍ଧ୍ୟା ୫ଟା ୧୦ରୁ ୫ଟା ୫୦...

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୧୪ା୭(ସୁନିତ୍‌ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବେ। ସୋମବାର ସନ୍ଧ୍ୟାରେ ରାଷ୍ଟ୍ରପତି ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ) ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri