Tag Archives: President Droupadi Murmu

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ ସଡ଼କ ପଥରେ ଯାଇ କଟକ ଜିଲା ବାଆଁରା ନିକଟ ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ ବିରାଜିତ ମା ’ କନ୍ଧୁଣୀ ଦେବୀଙ୍କୁ ପୂଜାର୍ଚ୍ଚନା କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଶନିବାର…

ପ୍ରଧାନମନ୍ତ୍ରୀ ମୋ’ ଗାଁକୁ ଆସିଥିବାରୁ କୃତଜ୍ଞ: ରାଷ୍ଟ୍ରପତି

ବାରିପଦା,୨୦ା୬: ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ରାଷ୍ଟ୍ରପତି ନିଜ ଶାଶୁଘର ଗାଁ ମୟୂରଭଞ୍ଜ ଜିଲାର ପାହାଡ଼ପୁର ଅଛନ୍ତି। ଏଠାରେ ଆଜି ଆସି ମଧ୍ୟ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ପରିପ୍ରେକ୍ଷୀରେ ଆୟୋଜିତ ସଭାରେ ରାଷ୍ଟ୍ରପତି କହିଛନ୍ତି, ପ୍ରଧାନମନ୍ତ୍ରୀ…

ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି

ରାଇରଙ୍ଗପୁର,୧୯।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ପ୍ରତିକୂଳ ପାଗ ଯୋଗୁ ରାଷ୍ଟ୍ରପତି ମୁର୍ମୁ ପଶ୍ଚିମବଙ୍ଗ କଲାଇକୁଣ୍ଡାରୁ ସଡ଼କ ପଥରେ ଆସି ଶୁକ୍ରବାରେ ସନ୍ଧ୍ୟାରେ ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ନିର୍ଦ୍ଧାରିତ ସମୟର ପ୍ରାୟ ୨ ଘଣ୍ଟା ବିଳମ୍ବରେ ସେ…

ଆଜି ଆସିବେ ରାଷ୍ଟ୍ରପତି, ଜନ୍ମଦିନରେ ଯିବେ ଶାଶୁଘର

ବାରିପଦା, ୧୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି। ୨୦ତାରିଖ ଶନିବାର ଜନ୍ମମାଟିରେ ସେ ତାଙ୍କ ଜନ୍ମଦିନ ପାଳନ କରିବେ। ଏହିଦିନ ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୟୂରଭଞ୍ଜ ଜିଲା…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ ଏୟାରଷ୍ଟ୍ରିପ୍‌ରେ ପହଞ୍ଚି ସନ୍ଧ୍ୟାରେ ରାଇରଙ୍ଗପୁରରେ ଏମ୍ସ ସାଟେଲାଇଟ୍‌ ସେଣ୍ଟର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ…

ରାଉ‌ରକେଲାରେ ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି, ଖରାକୁ ଖାତିର ନକରି…

ରାଉରକେଲା,୨୧।୪(ସଂଗୀତା ଜେନା) ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ରାଉରକେଲା ଅଭିମୁଖେ ଯାତ୍ରା କରିଥିଲେ । ରାଉରକେଲା ଜନଜାତି ସଂଗ୍ରହାଳୟ ଉଦ୍‌ଘାଟନୀ କାର୍ଯ୍ୟକ୍ରମସ୍ଥଳକୁ ଯିବାବେଳେ ହନୁମାନ ବଟିକା ଛକରେ ପ୍ରୋଟୋକଲ ଭାଙ୍ଗିଛନ୍ତି…

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ୧୫୮ କୋଟିର ପ୍ରକଳ୍ପ କରିବେ ଲୋକାର୍ପଣ

ରାଉରକେଲା,୨୧ା୪: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ମଙ୍ଗଳବାର ରାଉରକେଲା ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଏଥର ରାଉରକେଲା ଆସୁଛନ୍ତି। ତେବେ ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସଜେଇ ହୋଇଛି ଇସ୍ପାତ ସହର। ସ୍ଥାନୀୟ ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।…

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା, ମଥୁରା ଏବଂ ବୃନ୍ଦାବନର ପ୍ରମୁଖ ଧାର୍ମିକ ସ୍ଥଳ ପରିଦର୍ଶନ କରିବେ। ସେ ଅଯୋଧ୍ୟାର…

ରାଷ୍ଟ୍ରପତିଙ୍କ ଘର ଆଗରେ ପିଲାଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନାଁ କ’ଣ ପଚାରିଲେ ମୋହନ ମାଝୀ, ଏହି ଘର କାହାର କହି…

ଭୁବନେଶ୍ୱର,୪ା୨: ରାଷ୍ଟ୍ରପତିଙ୍କ ଘର ଆଗରେ ବୁଧବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ରାଷ୍ଟ୍ରପତିଙ୍କ ଘର ସାମ୍ନାରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ ଦେଖିବାକୁ ଆସିଥିବା ପିଲାଙ୍କ ସହିତ ଅନେକ କଥାବାର୍ତ୍ତା ହୋଇଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ…

ପୁରୀରେ ରାଷ୍ଟ୍ରପତି: କାଲି ଶ୍ବେତଗଙ୍ଗାରେ କରିବେ ପିଣ୍ଡଦାନ

ପୁରୀ,୩।୨: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଳବଣିଆ ହେଲିପ୍ୟାଡ୍‌ରେ ତାଙ୍କ ବିମାନ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ ରାତ୍ରିଯାପନ କରିବେ। ବୁଧବାର ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବେ। ପିଣ୍ଡଦାନ ପରେ ମହାପ୍ରଭୁଙ୍କୁ ଦର୍ଶନ…

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୨ା୨: ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ। ୫ ଜିଲାରେ ୬ ଦିନ ରହଣି କରିବେ ରାଷ୍ଟ୍ରପତି। ଏହି ୬ ଦିନରେ ରାଷ୍ଟ୍ରପତିଙ୍କ ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜରେ ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri