President Droupadi Murmu

ଜନ୍ମମାଟିରେ ରାଷ୍ଟ୍ରପତି, ମନ ଦେଇ ପାଠ ପଢ଼ିବାକୁ ପିଲାଙ୍କୁ ଦେଲେ ପରାମର୍ଶ

ମୟୂରଭଞ୍ଜ,୬ା୧୨:  ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ନିଜ ଜନ୍ମମାଟିର…

1 year ago

ପରାକ୍ରମ ଦେଖାଇଲା ନୌସେନା, ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ପୁରୀ,୪ା୧୨: ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ବୁଧବାର ନୌସେନା ତା’ର ପରାକ୍ରମ ଦେଖାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଡେମୋର ଉଦ୍‌ଘାଟନ କରିଛନ୍ତି। ରାଷ୍ଟ୍ରପତି ବ୍ଲୁ ଫ୍ଲାଗ୍‌…

1 year ago

ଓଡ଼ିଶା ଆସିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୦ା୧୧: ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ଡିସେମ୍ବର ୪ରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ପୁରୀରେ ନୌସେନା ଦିବସ ପାଳନ ଉତ୍ସବରେ ଯୋଗ…

1 year ago

ସ୍ବାଧୀନତା ଦିବସ ପାଳନ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪ା୮: ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ବୁଧବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି, ରାତି ପାହିଲେ ସାରା ଦେଶ…

1 year ago

ପିଲାଙ୍କୁ ପାଠ ପଢ଼ାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ୨ ବର୍ଷ ପୂରଣ କରିବା ପରେ ପିଲାଙ୍କୁ ପାଠ ପଢ଼ାଇଛନ୍ତି। ସେ ଡକ୍ଟର ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର…

1 year ago

ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମୟୁରଭଞ୍ଜ,୨୮ା୨: ଚାରି ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଆସି ମୟୁରଭଞ୍ଜରେ ପହଞ୍ଚିଛନ୍ତି। ଅପରାହ୍ନରେ ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ରାଞ୍ଚିରୁ ନିଜ…

2 years ago

ବଜେଟ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଦହି-ଚିନି ଖୁଆଇଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ଅନ୍ତରୀଣ ବଜେଟ୍ ୨୦୨୪ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ସଂସଦରେ ପ୍ରବେଶ କରିବା…

2 years ago

Video: ନୂତନ ସଂସଦ ଭବନରେ ପୁରାଣର ରାଣୀ ପରି ହେଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସ୍ୱାଗତ

ନୂଆଦିଲ୍ଲୀ,୩୧।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂତନ ସଂସଦ ଭାବନାରେ ବୁଧବାର ତାଙ୍କର ପ୍ରଥମ ଅଭିଭାଷଣ ରଖିଛନ୍ତି। ପାରମ୍ପାରିକ ଘୋଡ଼ା ଗାଡ଼ିରେ ବଜେଟ୍ ଅଧିବେଶନ ପାଇଁ ରାଷ୍ଟ୍ରପତି ମୁର୍ମୁ…

2 years ago

ପାରାଦ୍ୱୀପରେ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପାରାଦ୍ୱୀପ,୨୭।୧୧: ପାରାଦ୍ୱୀପ ପୋର୍ଟ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ କହିଛନ୍ତି ଚନ୍ଦ୍ରଯାନ-୩ର ସଫଳତା ପରେ ଭାରତ…

2 years ago