Tag Archives: President Droupadi Murmu

ମହାମହିମଙ୍କୁ ସ୍ବାଗତମ୍‌

ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଜନ୍ମମାଟି ଓଡ଼ିଶା ଗସ୍ତରେ ଆସିବେ। ଓଡ଼ିଶା ମାଟିରେ ପାଦ ଦେବାର ଅବ୍ୟବହିତ ପୂର୍ବରୁ ଭାରତବର୍ଷର ଏହି ମହାନ୍‌ ବିଭୂତିଙ୍କୁ ଓଡ଼ିଶାର ଏହି ପବିତ୍ର ମାଟିକୁ ହୃଦୟର ସହ ସ୍ବାଗତ କରୁଛି। ସାଢ଼େ...

ରାଜ୍ୟସଭାକୁ ୪ ଜଣଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୩ା୭: ରାଜ୍ୟସଭା ପାଇଁ ୪ ଜଣ ବିଶିଷ୍ଟ ବ୍ୟକ୍ତି ମନୋନୀତ ହୋଇଛନ୍ତି। ଉଜ୍ଜ୍ୱଳ ଦେବରାଓ ନିକମ, ସି. ସଦାନନ୍ଦନ ମାଷ୍ଟର, ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା ଏବଂ ଡ. ମିନାକ୍ଷୀ ଜୈନ ମନୋନୀତ ହୋଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ୪ ଜଣଙ୍କୁ...

‘ସାରା ପୃଥିବୀରେ ଶାନ୍ତି-ମୈତ୍ରୀ-ସଂପ୍ରୀତି ଅବ୍ୟାହତ ରହୁ’

ନୂଆଦିଲ୍ଲୀ,୨୭ା୬: ପବିତ୍ର ରଥଯାତ୍ରା ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମଗ୍ର ଦେଶ ତଥା ଦେଶ ବାହାରେ ରହୁଥିବା ମହାପ୍ରଭୁଙ୍କ ଭକ୍ତଗଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ଶ୍ରୀଜିଉମାନଙ୍କ ମାନବୀୟ ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ। ସାରା ପୃଥିବୀରେ...

ମହାକାଶଚାରୀ ଶୁଭାଂଶୁଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, କହିଲେ ସମଗ୍ର ଦେଶ…

ନୂଆଦିଲ୍ଲୀ,୨୫ା୬: ଭାରତୀୟ ବାୟୁସେନା ଗ୍ରୁପ କ୍ୟାପ୍ଟେନ ଶୁଭାଂଶୁ ଶୁକ୍ଳା ବୁଧବାର ମହାକାଶ ଯାତ୍ରା କରିଛନ୍ତି। ଏନେଇ ଶୁଭାଂଶଙ୍କୁ ସୋସିଆଲ ମିଡିଆ ‘ଏକ୍ସ’ରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଲେଖିଛନ୍ତି, ଭାରତ ପାଇଁ ମହାକାଶରେ ଏକ ନୂତନ ମାଇଲଖୁଣ୍ଟ...

ହଠାତ୍‌ ମଞ୍ଚରେ କାନ୍ଦିଲେ ରାଷ୍ଟ୍ରପତି, କାରଣ ଜାଣିଲେ ହୋଇଯିବେ ତାଜୁବ!

ଡେରାଡୁନ,୨୦।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ୬୭ତମ ଜନ୍ମଦିନରେ ଉତ୍ତରାଖଣ୍ଡର ତିନି ଦିନିଆ ଗସ୍ତରେ ଅଛନ୍ତି। ତେବେ ତାଙ୍କର ଏକ ଭାବପ୍ରବଣ ହୋଇ କାନ୍ଦୁଥିବା ଭିଡିଓ ଭାଇରାଲ ହୋଇଛି। ଡେରାଡୁନସ୍ଥିତ ନ୍ୟାସନାଲ ଇନଷ୍ଟିଟ୍ୟୁଟ ଫର ଦି ଏମ୍ପାୱାରମେଣ୍ଟ ଅଫ ପର୍ସନ୍ସ...

ମାଟିମନସ୍କ ମହାମହିମ : ଏକ ଅନବଦ୍ୟ ଜୀବନଯାତ୍ରା

ସତରେ କ’ଣ ମାଟିଠୁ ଆକାଶ ଯାଏ ସେତୁ ବାନ୍ଧି ହୁଏ! ସତରେ କ’ଣ ମାଟି ଉପରେ ପାଦ ଥାପି ଆକାଶକୁ ହାତ ମୁଠାରେ ତୋଳି ଧରିହୁଏ! ମାଟିଠୁ ଆକାଶ ପର୍ଯ୍ୟନ୍ତ- ଏ କାହାଣୀ ଏକ ଅଭୂତପୂର୍ବ ଓ ଅନବଦ୍ୟ ଯାତ୍ରାର,...

ସୋନିଆଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌

ନୂଆଦିଲ୍ଲୀ,୩।୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତ ୩୧ ତାରିଖରେ ପାର୍ଲାମେଣ୍ଟର ମିଳିତ ଅଧିବେଶନରେ ଅଭିଭାଷଣ ରଖିବା ପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ତାଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ମୁଣ୍ଡ ଟେକିଛି। ରାଷ୍ଟ୍ରପତିଙ୍କ ପ୍ରତି ସୋନିଆଙ୍କ ଅପମାନଜନକ ମନ୍ତବ୍ୟକୁ...

ରାଷ୍ଟ୍ରପତିଙ୍କୁ ‘Poor Lady’ କହି କଟାକ୍ଷ କଲେ ସୋନିଆ: କହିଲେ, ଭାଷଣ ପଢ଼ି ପଢ଼ି ଥକ୍କି ଗଲେ

ନୂଆଦିଲ୍ଲୀ,୩୧।୧: ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ସୋନିଆ ଗାନ୍ଧୀ କହିଛନ୍ତି, ବିଚାରୀ ଭାଷଣ ପଢ଼ି ପଢ଼ି କ୍ଳାନ୍ତ ହୋଇଯାଇଥିଲେ। ସେପଟେ ଲୋକସଭାରେ...

ସାରା ବିଶ୍ୱ ଦେଖିଲା ଭାରତର ପରାକ୍ରମ

ନୂଆଦିଲ୍ଲୀ,୨୬ା୧: ରାଜଧାନୀ ଦିଲ୍ଲୀରେ ରବିବାର ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଭାରତର ପରାକ୍ରମ ଦେଖିଛି ସାରା ବିଶ୍ୱ। ଭାରତର ଐତିହ୍ୟ ସଂସ୍କୃତି ସହ ସେନାର ପରାକ୍ରମ କର୍ତ୍ତବ୍ୟ ପଥରେ ପ୍ରଦର୍ଶିତ ହୋଇଛି। ଏହି ଅବସରରେ କର୍ତ୍ତବ୍ୟ ପଥରେ ଏକ...

ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, କହିଲେ ଭାରତ-ବିଶ୍ୱ ପାଇଁ ଏକ…

ନୂଆଦିଲ୍ଲୀ,୧ା୧: ଇଂରାଜୀ ନବବର୍ଷ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା! ୨୦୨୫ ବର୍ଷ ସମସ୍ତଙ୍କ ପାଇଁ ଆନନ୍ଦ, ସୌହାର୍ଦ୍ଦ୍ୟ ଏବଂ ସମୃଦ୍ଧତା ଆଣୁ।...

୯ ରେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି ଆସିବେ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ମୋଦି ୯ରେ ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ। ୧୦...

ଜନ୍ମମାଟିରେ ଗାଁ ମହିଳାଙ୍କ ସହ କାନ୍ଧରେ କାନ୍ଧ ମିଶାଇ ନାଚିଲେ ରାଷ୍ଟ୍ରପତି

ମୟୂରଭଞ୍ଜ,୬ା୧୨: ନିଜ ଜନ୍ମମାଟିରେ ଶୁକ୍ରବାର ଖୁସି ମନାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଇରଙ୍ଗପୁରର ଉପରବେଡ଼ା ନିଜ ଗାଁ ମହିଳାମାନଙ୍କ ସହ କାନ୍ଧରେ କାନ୍ଧ ମିଶାଇ ନାଚିଛନ୍ତି ରାଷ୍ଟ୍ରପତି। ଏହା ସହ ପ୍ରୋଟକଲ ଭାଙ୍ଗି ମହାମହିମ ସାଧାରଣ ଲୋକଙ୍କୁ ମଧ୍ୟ ଭେଟିଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri