ପିଲାଙ୍କୁ ପାଠ ପଢ଼ାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୫ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ୨ ବର୍ଷ ପୂରଣ କରିବା ପରେ ପିଲାଙ୍କୁ ପାଠ ପଢ଼ାଇଛନ୍ତି। ସେ ଡକ୍ଟର ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି।ରାଷ୍ଟ୍ରପତି ପିଲାମାନଙ୍କୁ ଗ୍ଲୋବାଲ ଓ୍ବାର୍ମିିଂ ବିଷୟରେ ପଢ଼ାଇଛନ୍ତି।…
ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମୟୁରଭଞ୍ଜ,୨୮ା୨: ଚାରି ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଆସି ମୟୁରଭଞ୍ଜରେ ପହଞ୍ଚିଛନ୍ତି। ଅପରାହ୍ନରେ ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ରାଞ୍ଚିରୁ ନିଜ ଜିଲା ମୟୂରଭଞ୍ଜରେ ପହଞ୍ଚିଥିଲେ। ଏହି ଅବସରରେ ସେ ରାଇରଙ୍ଗପୁରଠାରେ ବିଭିନ୍ନ ସଡ଼କ ପ୍ରକଳ୍ପ…
ବଜେଟ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଦହି-ଚିନି ଖୁଆଇଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ,୧।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ଅନ୍ତରୀଣ ବଜେଟ୍ ୨୦୨୪ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ସଂସଦରେ ପ୍ରବେଶ କରିବା ପୂର୍ବରୁ ତାଙ୍କୁ ଦହି-ଚିନି ଖୁଆଇଛନ୍ତି। ରାଷ୍ଟ୍ରପତି ଭବନ ପକ୍ଷରୁ ଏକ୍ସ ହ୍ୟାଣ୍ଡେଲରେ ଫଟୋ…
Video: ନୂତନ ସଂସଦ ଭବନରେ ପୁରାଣର ରାଣୀ ପରି ହେଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସ୍ୱାଗତ
ନୂଆଦିଲ୍ଲୀ,୩୧।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂତନ ସଂସଦ ଭାବନାରେ ବୁଧବାର ତାଙ୍କର ପ୍ରଥମ ଅଭିଭାଷଣ ରଖିଛନ୍ତି। ପାରମ୍ପାରିକ ଘୋଡ଼ା ଗାଡ଼ିରେ ବଜେଟ୍ ଅଧିବେଶନ ପାଇଁ ରାଷ୍ଟ୍ରପତି ମୁର୍ମୁ ନୂତନ ସଂସଦ ଭବନରେ ପହଞ୍ଚିଥିଲେ। ଏହାପରେ ସଂସଦରେ ପ୍ରବେଶ କରିବା ସମୟରେ ତାଙ୍କୁ…
ପାରାଦ୍ୱୀପରେ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ପାରାଦ୍ୱୀପ,୨୭।୧୧: ପାରାଦ୍ୱୀପ ପୋର୍ଟ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ କହିଛନ୍ତି ଚନ୍ଦ୍ରଯାନ-୩ର ସଫଳତା ପରେ ଭାରତ ବର୍ତ୍ତମାନ ସମୁଦ୍ରଯାନ ମିଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ସମୁଦ୍ର ଯାନ ମିଶନ…
Archives


