ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ ମହାରାଷ୍ଟ୍ର ବିକାଶରେ… ନୂଆଦିଲ୍ଲୀ,୨୮ା୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଶୋକ ପ୍ରକାଶ କରି କହିଛନ୍ତି, ଅଜିତ ପାଓ୍ବାରଙ୍କ ଅସମାୟିକ ନିଧନ ଅପୂରଣୀୟ କ୍ଷତି। ମହାରାଷ୍ଟ୍ର ବିକାଶରେ ତାଙ୍କର…