ଆସନ୍ତା ୨୭ରୁ ବିଧାନସଭା ଶୀତ ଅଧିବେଶନ: ପ୍ରଥମ ଦିନରେ ସମ୍ବୋଧନ କରିବେ ରାଷ୍ଟ୍ରପତି
ଭୁବନେଶ୍ୱର,୧୦।୧୧: ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ନଭେମ୍ବର ୨୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ଅଧିବେଶନର ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ବିଧାନସଭାର ଏହି ଶୀତ...
“ଏବେ ସ୍ୱାସ୍ଥ୍ୟ ସର୍ବୋପରି, ବିଶ୍ୱାସ ଏବଂ ସ୍ନେହ ଜୀବନବ୍ୟାପୀ ମନେ ରହିବ…” ରାଷ୍ଟ୍ରପତି ମୁର୍ମୁଙ୍କୁ ଇସ୍ତଫାପତ୍ର ପତ୍ର ଦେଇ ଲେଖିଲେ ଭାବପ୍ରବଣ ଚିଠି
ନୂଆଦିଲ୍ଲୀ,୨୧।୭: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସମ୍ବୋଧିତ ଏକ ଚିଠିରେ ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୬୭(a) ଅଧୀନରେ ତାଙ୍କ ଇସ୍ତଫା ଘୋଷଣା କରିଛନ୍ତି। ଏହି...
ହଠାତ୍ ମଞ୍ଚରେ କାନ୍ଦିଲେ ରାଷ୍ଟ୍ରପତି, କାରଣ ଜାଣିଲେ ହୋଇଯିବେ ତାଜୁବ!
ଡେରାଡୁନ,୨୦।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ୬୭ତମ ଜନ୍ମଦିନରେ ଉତ୍ତରାଖଣ୍ଡର ତିନି ଦିନିଆ ଗସ୍ତରେ ଅଛନ୍ତି। ତେବେ ତାଙ୍କର ଏକ ଭାବପ୍ରବଣ ହୋଇ କାନ୍ଦୁଥିବା ଭିଡିଓ ଭାଇରାଲ ହୋଇଛି। ଡେରାଡୁନସ୍ଥିତ ନ୍ୟାସନାଲ ଇନଷ୍ଟିଟ୍ୟୁଟ ଫର ଦି ଏମ୍ପାୱାରମେଣ୍ଟ ଅଫ ପର୍ସନ୍ସ...
ପାକିସ୍ତାନୀ ଏଜେଣ୍ଟଙ୍କ ସମ୍ପର୍କରେ ଥିବା ନେଇ ଜଣେ ମେଜରଙ୍କୁ ବରଖାସ୍ତ କଲେ ରାଷ୍ଟ୍ରପତି ମୁର୍ମୁ
ନୂଆଦିଲ୍ଲୀ,୧।୧୧: ପାକିସ୍ତାନୀ ଗୁଇନ୍ଦା ଏଜେଣ୍ଟ ସହ ସମ୍ପର୍କ ଥିବା ଅଭିଯୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତୀୟ ସେନାରେ କାର୍ଯ୍ୟରତ ଜଣେ ମେଜରଙ୍କୁ ବରଖାସ୍ତ କରିଛନ୍ତି। ସୁରକ୍ଷା ପ୍ରୋଟୋକଲ ଉଲ୍ଲଂଘନ କରିଥିବା ଅଭିଯୋଗରେ ତାଙ୍କୁ ତୁରନ୍ତ ପ୍ରଭାବ ସହ ବାହାର କରାଯାଇଛି।...
Archives


